Cover

Durdina

ଜଗଦୀଶ ମହାନ୍ତି

Unabridged 9789354348501
3 hours 12 minutes
Some articles contain affiliate links (marked with an asterisk *). If you click on these links and purchase products, we will receive a small commission at no extra cost to you. Your support helps to keep this site running and to continue creating useful content. Thank you for your support!

From the publisher

ଆମେ ଚିହ୍ନିଛୁ କି ଆମର ସ୍ୱଦେଶକୁ? ଓଡିଶାକୁ? ମା' ମାଟିକୁ? ଏଇ ଉପନ୍ୟାସରେ ଆପଣ ଏମିତି ଏକ ମାଟିକୁ ଭେଟିବେ, ଯାହା ଆମର ଆଜନ୍ମ ପରିଚିତ! କିନ୍ତୁ ସତରେ ପରିଚିତ କି? ତା ଭିତରେ ଲୁଚି ରହିଥିବା ଆଉଗୋଟିଏ ଦେଶ - ସେ ଦେଶ ଆମର କି? ଶେଷରେ ଆପଣ ସେମିତି ଏକ ଜାଗାରେ ପହଂଚିବେ, ଯେଉଁଠି ବିସ୍ମିତ ହୋଇ ନିଜକୁ ପଚାରିବେ - ଏତେ କୁତ୍ସିତ ଆମ ପ୍ରିୟ ସ୍ୱଦେଶ? ବ୍ୟକ୍ତି ଓ ରାଷ୍ଟ୍ରର ସଂଘର୍ଷ ଭିତରେ ଗଢି ଉଠିଥିବା ଏହି ଉତ୍କଣ୍ଠାପୂର୍ଣ୍ଣ ଉପନ୍ୟାସଟି ନିଶ୍ଚିତ ଭାବେ ଆପଣଙ୍କୁ ଉପଲବ୍ଧିର ଅନ୍ୟଏକ ରାଜ୍ୟକୁ ନେଇଯିବ! ଶୁଣନ୍ତୁ ପ୍ରଖ୍ୟାତ କଥାକାର ଜଗଦୀଶ ମହାନ୍ତିଙ୍କ ଏହି ଉପନ୍ୟାସ, ବିଶିଷ୍ଟ ଉପସ୍ଥାପକ ବସନ୍ତ ମହାନ୍ତିଙ୍କ କଣ୍ଠରେ...

Release date
09/03/2021

Storyside IN